1
ମାଥିଉ 4:4
ପବିତ୍ର ବାଇବଲ
ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି, ‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’”
Compare
Explore ମାଥିଉ 4:4
2
ମାଥିଉ 4:10
ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି: ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ। ତାହାଙ୍କରହିଁ ସେବା କର!
Explore ମାଥିଉ 4:10
3
ମାଥିଉ 4:7
ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ର ଏ କଥା ମଧ୍ୟ କୁହେ, ‘ତୁମ୍ଭେ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ।’”
Explore ମାଥିଉ 4:7
4
ମାଥିଉ 4:1-2
ତା'ପରେ ସେହି ପବିତ୍ରଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢ଼ାଇ ନେଇଗଲେ। ଶୟତାନ ଦ୍ୱାରା ପରୀକ୍ଷୀତ ହେବା ପାଇଁ ତାହଙ୍କୁ ସେଠାକୁ ନିଆଯାଇଥିଲା। ଯୀଶୁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ୍ ଭୋକ ଲାଗୁଥିଲା।
Explore ମାଥିଉ 4:1-2
5
ମାଥିଉ 4:19-20
ଯୀଶୁ ସେମାନଙ୍କୁ କହିଲେ, “ଆସ, ମୋତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।” ସେମାନେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡ଼ିଦେଇ ଯୀଶୁଙ୍କୁ ଅନୁସରଣ କଲେ।
Explore ମାଥିଉ 4:19-20
6
ମାଥିଉ 4:17
ସେହି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରିଦେଲେ। ସେ କହିଲେ, “ହୃଦୟ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ନିକଟ ହୋଇଗଲାଣି।”
Explore ମାଥିଉ 4:17
Home
Bible
Plans
Videos