1
ମାଥିଉ 8:26
ପବିତ୍ର ବାଇବଲ
ଯୀଶୁ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀଗଣ, ତୁମ୍ଭେ ସବୁ ଏତେ ଡରିଯାଉଛ କାହିଁକି?” ତା'ପରେ ଯୀଶୁ ଉଠିଲେ। ସେ ପବନ ଓ ଲହଡ଼ିକୁ ଧମକ ଦେଲେ। ପବନ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା, ତା'ପରେ ସେଠାରେ ସମ୍ପୂର୍ଣ୍ଣ ନୀରବତା ଆସିଗଲା।
Compare
Explore ମାଥିଉ 8:26
2
ମାଥିଉ 8:8
ସେନାପତି ଉତ୍ତର ଦେଲେ, “ପ୍ରଭୁ, ଆପଣ ଯେ ମୋ’ ଘରକୁ ଆସିବେ, ତାହାପାଇଁ ମୁଁ ଯୋଗ୍ୟ ନୁହେଁ। ଆପଣ କେବଳ ଆଦେଶ ଦେଇ ଦିଅନ୍ତୁ, ମୋର ଦାସ ଭଲ ହୋଇଯିବ।
Explore ମାଥିଉ 8:8
3
ମାଥିଉ 8:10
ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ମୁଁ ଏଭଳି ଗଭୀର ବିଶ୍ୱାସ ଇସ୍ରାଏଲରେ କାହାରି ପାଖରେ ପାଇ ନାହିଁ।
Explore ମାଥିଉ 8:10
4
ମାଥିଉ 8:13
ତା'ପରେ ଯୀଶୁ ସେନାପତିଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ ଲାଗି, ତୁମ୍ଭ ପାଇଁ ତାହା ଘଟୁ।” ଠିକ୍ ସେହି ସମୟରେ ତାହାଙ୍କର ଦାସ ସୁସ୍ଥ ହୋଇଗଲା।
Explore ମାଥିଉ 8:13
5
ମାଥିଉ 8:27
ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ କି ପ୍ରକାର ବ୍ୟକ୍ତି? ଏପରିକି ପବନ ଓ ହ୍ରଦ ମଧ୍ୟ ତାହାଙ୍କ କଥା ମାନୁଛନ୍ତି!”
Explore ମାଥିଉ 8:27
Home
Bible
Plans
Videos