ମାଥିଉଲିଖିତ ସୁସମାଚାର 6:30
ମାଥିଉଲିଖିତ ସୁସମାଚାର 6:30 ODCLBSI
ଆଜି ପଡ଼ିଆରେ ଥିବା ଘାସ ହଏତ କାଲିକୁ ନ ଥିବ - କଟାହୋଇ ନିଆଁରେ ଜଳିଯିବ। କିନ୍ତୁ ସେଗୁଡ଼ିକୁ ମଧ୍ୟ ଈଶ୍ୱର କେତେ ସୁନ୍ଦର ପୋଷାକରେ ସଜାଇଛନ୍ତି। ତୁମକୁ ଲୁଗାପଟା ଯୋଗାଇ ଦେବା ପାଇଁ ସେ କ’ଣ ଅଧିକ ମନୋଯୋଗୀ ହେବେ ନାହିଁ? ତୁମ୍ଭମାନଙ୍କ ବିଶ୍ୱାସ ସତେ କେଡ଼େ କ୍ଷୀଣ!