YouVersion Logo
Search Icon

ଆଦି ପୁସ୍ତକ 11:6-7

ଆଦି ପୁସ୍ତକ 11:6-7 OERV

ସଦାପ୍ରଭୁ କହିଲେ, “ଏହି ସମସ୍ତ ଲୋକ ଏକ ଓ ସେମାନଙ୍କର ଭାଷା ଏକ, ସେମାନେ ଏହି କାମ କରିବାକୁ ଏକତ୍ରିତ ହୋଇଛନ୍ତି। ଏହା ତାଙ୍କର ଆରମ୍ଭ ମାତ୍ର। ସେମାନେ ଯେତେବେଳେ ଯାହା ଗ୍ଭହିଁବେ ତାହା କରିବେ। ତେଣୁ ଆସ, ତଳକୁ ଯିବା ଏବଂ ସେମାନଙ୍କ ମଧ୍ୟରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସେମାନେ ପରସ୍ପର ଭାଷା ବୁଝିପାରିବେ ନାହିଁ।”