YouVersion Logo
Search Icon

ଆଦି ପୁସ୍ତକ 17:12-13

ଆଦି ପୁସ୍ତକ 17:12-13 OERV

ତୁମ୍ଭର ପୁତ୍ରମାନଙ୍କୁ ଯେତେବେଳେ ଆଠଦିନ ହେବ, ତୁମ୍ଭେ ସେତେବେଳେ ସେମାନଙ୍କୁ ସୁନ୍ନତ କରିବ। ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ଦାସମାନଙ୍କର, ତୁମ୍ଭର ଘରେ ଯେଉଁମାନେ ଜନ୍ମ ହୋଇଛନ୍ତି, ଯେଉଁମାନେ ବିଦେଶରୁ କିଣା ଯାଇଅଛନ୍ତି, ସମସ୍ତ ପୁତ୍ରଗଣଙ୍କୁ ସୁନ୍ନତ କରାଯିବ। ସେଥିପାଇଁ ତୁମ୍ଭର ସମସ୍ତ ପୁରୁଷ ସେବକଗଣ ନିଶ୍ଚୟ ସୁନ୍ନତ ହେବେ ଓ ତୁମ୍ଭମାନଙ୍କର ଶରୀରରେ, ଚୁକ୍ତି ହିସାବରେ ମୋର ଚିରନ୍ତନ ଚିହ୍ନ ରହିବ।