YouVersion Logo
Search Icon

ଆଦି ପୁସ୍ତକ 8:1

ଆଦି ପୁସ୍ତକ 8:1 OERV

ପରମେଶ୍ୱର ନୋହ ଏବଂ ତାଙ୍କ ସହିତ ଜାହାଜରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ୱର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ୟା ଜଳ କମିଗଲା।