YouVersion Logo
Search Icon

ମାଥିଉ 10:32-33

ମାଥିଉ 10:32-33 OERV

“ଯଦି କେହି ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋତେ ବିଶ୍ୱାସ କରେ ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ମୋର ନିଜ ଲୋକ। କିନ୍ତୁ ଯେଉଁ ଲୋକ ସମସ୍ତଙ୍କ ଆଗରେ ଠିଆ ହୋଇ କୁହେ ଯେ ସେ ମୋତେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ।

Video for ମାଥିଉ 10:32-33