ମାଥିଉ 11:29
ମାଥିଉ 11:29 OERV
ମୋର କାର୍ଯ୍ୟଭାର ତୁମ୍ଭେ ଗ୍ରହଣ କର। ମୋ'ଠାରୁ ଶିଖ। କାରଣ ମୁଁ ଆତ୍ମାରେ ସରଳ ଓ ନମ୍ର ତେଣୁ ତୁମ୍ଭେ ନିଜ ଆତ୍ମାରେ ବିଶ୍ରାମ ପାଇବ।