YouVersion Logo
Search Icon

ମାଥିଉ 6:3-4

ମାଥିଉ 6:3-4 OERV

ଯେତେବେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀଙ୍କୁ ଦାନ ଦେଉଛ, ସେତେବେଳେ ତୁମ୍ଭର ଡାହାଣ ହାତ କ’ଣ କରୁଛି, ସେ ବିଷୟରେ ବାମ ହାତକୁ ମଧ୍ୟ ଜାଣିବାକୁ ସୁଯୋଗ ଦିଅ ନାହିଁ। ତୁମ୍ଭେ କ’ଣ କରୁଛ, ତାହା ଯେପରି କେହି ନ ଜାଣନ୍ତୁ। ତୁମ୍ଭର ଦାନ ଗୋପନରେ ହେବା ଉଚିତ୍। ତୁମ୍ଭର ପରମପିତା ଗୋପନରେ କରାଯାଇଥିବା କାର୍ଯ୍ୟକୁ ଦେଖି ପାରନ୍ତି, ସେ ତୁମ୍ଭକୁ ତା'ର ପ୍ରତିଫଳ ଦେବେ।

Video for ମାଥିଉ 6:3-4