YouVersion Logo
Search Icon

ମାଥିଉ 6:9-10

ମାଥିଉ 6:9-10 OERV

ଏଣୁ ଏହିଭଳି ପ୍ରାର୍ଥନା କର: ‘ହେ ସ୍ୱର୍ଗରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ। ତୁମ୍ଭର ରାଜ୍ୟ ଆସୁ। ସ୍ୱର୍ଗରେ ତୁମ୍ଭ ଇଚ୍ଛା ସଫଳ ହେବାଭଳି ଏ ପୃଥିବୀରେ ବି ତୁମ୍ଭ ଇଚ୍ଛା ସଫଳ ହେଉ।

Video for ମାଥିଉ 6:9-10