1
ପେରିତ୍ 4:12
ସତିଅର୍ ବାଟ୍, ନୁଆ ନିୟମ୍, 2020
ସେ ଆକା ଆମ୍କେ ମୁକ୍ତି ଦେଇସି । ଗୁଲାଇ ଜଗତର୍ପାଇ ପର୍ମେସର୍ ତାକେସେ ଦେଲା ଆଚେ । ଜେ କି ଆମ୍କେ ରକିଆ କର୍ସି ।
Comparar
Explorar ପେରିତ୍ 4:12
2
ପେରିତ୍ 4:31
ସେମନ୍ ପାର୍ତନା କରିସାରାଇଲା ପଚେ ଜନ୍ ଜାଗାଇ ରୁଣ୍ଡିରଇଲାଇ, ସେଟା ଚୁଲ୍ବୁଲିଗାଲା । ସେମନ୍ ସବୁ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲା । ଆରି ନ ଡର୍ତେ ପର୍ମେସରର୍ କାତା ଜାନାଇବାର୍ ଦାର୍ଲାଇ ।
Explorar ପେରିତ୍ 4:31
3
ପେରିତ୍ 4:29
“ଏ ମାପ୍ରୁ, ସେମନ୍ ଆମ୍କେ ଜନ୍ ଦମକ୍ ଦେଲାଇ ଆଚତ୍ ସେ ବିସଇ ସୁନା ଆରି ନ ଡର୍ତେ ତମର୍ କାତା ଜାନାଇବାକେ ତମର୍ ଏ ଦାଙ୍ଗ୍ଡାମନ୍କେ ଡାଟ୍ କରା ।
Explorar ପେରିତ୍ 4:29
4
ପେରିତ୍ 4:11
ଜିସୁର୍ ବିସଇ ଦରମ୍ ସାସ୍ତରେ ଲେକା ଅଇଲାଆଚେ, ଗର୍ ତିଆର୍କରୁମନ୍ ଜନ୍ ପାକ୍ନା ନଏଁ ବଲି ପିଙ୍ଗିଦେଇ ରଇଲାଇ, ସେଟାସେ କନର୍ ମୁକିଅ ପାକ୍ନା ଅଇଲା ।
Explorar ପେରିତ୍ 4:11
5
ପେରିତ୍ 4:13
ବଡ୍ସବାର୍ ଲକ୍ମନ୍ ପିତର୍ ଆରି ଜଅନର୍ ସାଆସ୍ ଦେକି କାବା ଅଇଗାଲାଇ । ସେମନ୍ ପାଟ୍ସାଟ୍ ନ ପଡି ଅବ୍କା ଲକ୍ମନ୍ସେ ବଲି ଜାନିରଇଲାଇ । ଆରି ସେମନ୍ ଦୁଇ ଲକ୍ ଜିସୁର୍ ସଙ୍ଗ୍ ରଇଲାଇ ବଲି ଚିନିରଇଲାଇ ।
Explorar ପେରିତ୍ 4:13
6
ପେରିତ୍ 4:32
ସବୁ ବିସ୍ବାସିମନ୍ ଗଟେକ୍ ବିସଇ ଚିନ୍ତା କରି ମନ୍ କଲାଇ । କେ ମିସା ନିଜର୍ ସଁମ୍ପତି ନିଜର୍ ବଲି ଦାବି ନ କର୍ତେ ରଇଲାଇ । ତାକର୍ଟାନେ ଜେତ୍କି ରଇଲା ସେଟା ସବୁଲକ୍ ସମାନ୍ କରି ବାଟାସାଟା କର୍ତେ ରଇଲାଇ ।
Explorar ପେରିତ୍ 4:32
Inicio
Biblia
Planes
Vídeos