ସେଟାର୍ ପାଇ ଜିସୁର୍ ସିସ୍ମନର୍ ବିସଇ ମୁଇ ତମ୍କେ କଇଲିନି, ସେମନ୍ କର୍ବା କାମ୍ ତେବାଆ ନାଇ, ଚାଡିଦିଆସ୍ । ସେମନ୍ କର୍ବା କାମ୍ ଆରି ଜଜନା ଜଦି ଲକ୍ମନର୍ଟାନେଅନି ଆସିରଇସି, ତେବେ ସେମନ୍ ମିସା ଆରିଜିବାଇ । ମାତର୍ ସେଟା ଜଦି ପର୍ମେସରର୍ଟାନେ ଆସିରଇସି ବଇଲେ, ତାକେ ତମେ ଦବାଇନାପାରାସ୍ । ସେତ୍କିଅନି ଡିସ୍ସି ଜେ ତମେ ପର୍ମେସରର୍ ବିରଦେ ଜୁଜ୍ଲାସ୍ନି ।”
ବଡ୍ସବାର୍ ଲକ୍ମନ୍ ଗମଲିଏଲ୍ କଇଲା କାତା ମାନ୍ଲାଇ ।