ପେରିତ୍ 7:57-58
ପେରିତ୍ 7:57-58 NTSAA20
ବଡ୍ ସବାର୍ ଲକ୍ମନ୍ ସେ କାତା ସୁନିକରି ଆତ୍ ସଙ୍ଗ୍ କାନେ ଚୁଟିଅଇଦେଲାଇ, ଆରି ବେସି ଆଉଲିଅଇଲାଇ । ତାର୍ପଚେ ସବୁଲକ୍ ଗଟେକ୍ ଅଇକରି ତିପାନର୍ ବାଟେ ଉଦ୍ଲି ଆଇଲାଇ । ତାକେ ନଅରର୍ ବାଇରେ ଜିକିନେଇକରି ତାର୍ ଉପ୍ରେ ପାକ୍ନା ସଙ୍ଗ୍ ମାର୍ବାର୍ ଦାର୍ଲାଇ । ସାକି ଦେଉମନ୍ ତିପାନ୍ ପିନ୍ଦିରଇଲା ବସ୍ତର୍ ସାଉଲ୍ ନାଉଁର୍ ଗଟେକ୍ ଦାଙ୍ଗ୍ଡାକେ ଜିମାଦେଇ ଚାଡି ଜାଇରଇଲାଇ ।