ଜଅନ୍ 9:2-3
ଜଅନ୍ 9:2-3 NTSAA20
ଆରି ତାର୍ ସିସ୍ମନ୍ ତାକେ ପାଚାର୍ଲାଇ, “ଏ ଗୁରୁ କେ ପାପ୍ କଲାଇଜେ ଏ ଲକ୍ କାଣାଅଇ ଜନମ୍ ଅଇଲା ? ସେ ନିଜେ କି ତାର୍ ବାବା ମାଆର୍ ପାପର୍ ଲାଗି ?” ଜିସୁ କଇଲା, “ତାର୍ କି ତାର୍ ବାବା ମାଆର୍ କାଇ ପାପ୍ଦସ୍ ନାଇ । ପର୍ମେସରର୍ ବପୁ ତାର୍ଟାନେ ଜାନାପଡ୍ସି ବଲି, ସେ କାଣା ଅଇ ଜନମ୍ ଅଇଲା ଆଚେ ।