1
ଯୋହନ 2:11
ଓଡିଆ ବାଇବେଲ
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ ।
مقایسه
ଯୋହନ 2:11 را جستجو کنید
2
ଯୋହନ 2:4
ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ ।
ଯୋହନ 2:4 را جستجو کنید
3
ଯୋହନ 2:7-8
ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହି ସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ । ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ । ସେଥିରେ ସେମାନେ ଘେନିଗଲେ ।
ଯୋହନ 2:7-8 را جستجو کنید
4
ଯୋହନ 2:19
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି ।
ଯୋହନ 2:19 را جستجو کنید
5
ଯୋହନ 2:15-16
ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ; ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ ।
ଯୋହନ 2:15-16 را جستجو کنید
خانه
كتاب مقدس
برنامههای مطالعه
ویدیوها