1
ଲୂକ 24:49
ଓଡିଆ ବାଇବେଲ
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ ।
مقایسه
ଲୂକ 24:49 را جستجو کنید
2
ଲୂକ 24:6
ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ
ଲୂକ 24:6 را جستجو کنید
3
ଲୂକ 24:31-32
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ । ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା ?
ଲୂକ 24:31-32 را جستجو کنید
4
ଲୂକ 24:46-47
ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ, ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।
ଲୂକ 24:46-47 را جستجو کنید
5
ଲୂକ 24:2-3
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ ।
ଲୂକ 24:2-3 را جستجو کنید
خانه
كتاب مقدس
برنامههای مطالعه
ویدیوها