1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:12-13
ଓଡିଆ ବାଇବେଲ
ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
Vertaa
Tutki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:12-13
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:16
ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
Tutki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:16
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:6
ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
Tutki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:6
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:1
ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
Tutki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:1
5
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:3
ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
Tutki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:3
6
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:2
ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
Tutki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:2
7
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:7
ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
Tutki ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 9:7
Koti
Raamattu
Suunnitelmat
Videot