ଲୂକ 10:36-37

ଲୂକ 10:36-37 ORYIRV

ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାୟତମାନଙ୍କ ହାବୁଡ଼ରେ ପଡିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ ? ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ । ଯୀଶୁ ତାହାଙ୍କୁ କହିଲେ, ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର ।