Logo YouVersion
Îcone de recherche

ଆଦି ପୁସ୍ତକ 12:2-3

ଆଦି ପୁସ୍ତକ 12:2-3 ODIAOV-BSI

ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ। ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।

Vidéo pour ଆଦି ପୁସ୍ତକ 12:2-3