Logo YouVersion
Îcone de recherche

ଲୂକ 5:12-13

ଲୂକ 5:12-13 IRVORY

ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା।