Logo YouVersion
Îcone de recherche

ଆଦି ପୁସ୍ତକ 12:2-3

ଆଦି ପୁସ୍ତକ 12:2-3 OERV

ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ। ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି। ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି। ତୁମ୍ଭଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।”

Vidéo pour ଆଦି ପୁସ୍ତକ 12:2-3