Logo YouVersion
Îcone de recherche

ଆଦି ପୁସ୍ତକ 18:23-24

ଆଦି ପୁସ୍ତକ 18:23-24 OERV

ଏହା ପରେ ଅବ୍ରହାମ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହେଲେ ଏବଂ କହିଲେ, “ହେ ସଦାପ୍ରଭୁ, ଆପଣ କ’ଣ ନିରୀହ ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ ସହିତ ଧ୍ୱଂସ କରିବା ପାଇଁ ଯୋଜନା କରିଅଛନ୍ତି?” ଯଦି ପଗ୍ଭଶ୍ ଜଣ ଧାର୍ମିକ ଲୋକ ସେହି ନଗରରେ ଥା’ନ୍ତି, ଆପଣ କ’ଣ କରିବେ? ଆପଣ କ’ଣ ସମ୍ପୂର୍ଣ୍ଣ ରୂପେ ସେହି ଦେଶକୁ ଧ୍ୱଂସ କରିବେ? ପଗ୍ଭଶ୍ ଜଣ ଧାର୍ମିକଙ୍କ ସକାଶେ କ’ଣ ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?

Vidéo pour ଆଦି ପୁସ୍ତକ 18:23-24