1
ଯୋହନ 5:24
ପବିତ୍ର ବାଇବଲ (Re-edited) - (BSI)
ODIAOV-BSI
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ପୁଣି ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
השווה
חקרו ଯୋହନ 5:24
2
ଯୋହନ 5:6
ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?
חקרו ଯୋହନ 5:6
3
ଯୋହନ 5:39-40
ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନ; ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି। କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋʼ ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ।
חקרו ଯୋହନ 5:39-40
4
ଯୋହନ 5:8-9
ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ। ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା। ସେ ଦିନ ବିଶ୍ରାମବାର ଥିଲା।
חקרו ଯୋହନ 5:8-9
5
ଯୋହନ 5:19
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ଆପଣାରୁ କିଛି ହିଁ କରି ପାରନ୍ତି ନାହିଁ। କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି।
חקרו ଯୋହନ 5:19
בית
כתבי הקודש
תכניות
קטעי וידאו