לוגו של YouVersion
כתבי הקודשתכניותקטעי וידאו
הורד את האפליקציה
בורר שפה
סמל חיפוש

פסוקים פופולריים מ- ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:6

ଓଡିଆ ବାଇବେଲ

ORYIRV

ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:6

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:1

ଓଡିଆ ବାଇବେଲ

ORYIRV

ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:1

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:15

ଓଡିଆ ବାଇବେଲ

ORYIRV

ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:15

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:16

ଓଡିଆ ବାଇବେଲ

ORYIRV

ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:16

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:19

ଓଡିଆ ବାଇବେଲ

ORYIRV

ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:19

6

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:17

ଓଡିଆ ବାଇବେଲ

ORYIRV

ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:17

7

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:11

ଓଡିଆ ବାଇବେଲ

ORYIRV

ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:11

8

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:24

ଓଡିଆ ବାଇବେଲ

ORYIRV

ଏହିରୂପେ ସେ ଆଦମଙ୍କୁ ତଡ଼ି ଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:24

9

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:20

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 3:20

לפרק הקודם
לפרק הבא
YouVersion

מעודד ומאתגר אתכם לקשר הדוק עם אלוהים בכל יום.

מִשׂרָד

אודות

קריירה

התנדב

בלוג

לחץ

קישורים שימושיים

עזרה

תרום

גרסאות הכתובים

אודיו הכתובים

שפות התנ"ך

הפסוק של היום


משרד דיגיטלי של

Life.Church
עִברִית

©2026 Life.Church / YouVersion

מדיניות פרטיותתנאים
תוכנית לגילוי חולשות אחראי
פייסבוקטוויטראינטגרםיוטיובפינטרסט

בית

כתבי הקודש

תכניות

קטעי וידאו