לוגו של YouVersion
כתבי הקודשתכניותקטעי וידאו
הורד את האפליקציה
בורר שפה
סמל חיפוש

פסוקים פופולריים מ- ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

ଓଡିଆ ବାଇବେଲ

ORYIRV

ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

ଓଡିଆ ବାଇବେଲ

ORYIRV

ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

ଓଡିଆ ବାଇବେଲ

ORYIRV

ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

ଓଡିଆ ବାଇବେଲ

ORYIRV

ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

השווה

חקרו ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

לפרק הקודם
לפרק הבא
YouVersion

מעודד ומאתגר אתכם לקשר הדוק עם אלוהים בכל יום.

מִשׂרָד

אודות

קריירה

התנדב

בלוג

לחץ

קישורים שימושיים

עזרה

תרום

גרסאות הכתובים

אודיו הכתובים

שפות התנ"ך

הפסוק של היום


משרד דיגיטלי של

Life.Church
English (US)

©2025 Life.Church / YouVersion

מדיניות פרטיותתנאים
תוכנית לגילוי חולשות אחראי
פייסבוקטוויטראינטגרםיוטיובפינטרסט

בית

כתבי הקודש

תכניות

קטעי וידאו