1
ମାଥିଉ 14:30-31
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ। ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”
השווה
חקרו ମାଥିଉ 14:30-31
2
ମାଥିଉ 14:30
ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।
חקרו ମାଥିଉ 14:30
3
ମାଥିଉ 14:27
କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।”
חקרו ମାଥିଉ 14:27
4
ମାଥିଉ 14:28-29
ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ। ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ।
חקרו ମାଥିଉ 14:28-29
5
ମାଥିଉ 14:33
ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର।
חקרו ମାଥିଉ 14:33
6
ମାଥିଉ 14:16-17
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି।
חקרו ମାଥିଉ 14:16-17
7
ମାଥିଉ 14:18-19
ସେ କହିଲେ, “ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।” ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।
חקרו ମାଥିଉ 14:18-19
8
ମାଥିଉ 14:20
ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।
חקרו ମାଥିଉ 14:20
בית
כתבי הקודש
תכניות
קטעי וידאו