1
ଜଅନ୍ 11:25-26
ସତିଅର୍ ବାଟ୍, ନୁଆ ନିୟମ୍, 2020
ଜିସୁ ତାକେ କଇଲା, “ମୁଇ ଜିବନ୍ ଆରି ମରିକରି ଆରିତରେକ୍ ଉଟ୍ବା ଲକ୍ । ଜେ ମକେ ବିସ୍ବାସ୍ କର୍ସି, ସେ ମଲେ ମିସା, ବଁଚ୍ସି । ଆରି ଜେ ଜଦି ବଁଚି ରଇକରି ବିସ୍ବାସ୍ କର୍ସି, ସେ କେବେ ମିସା ନ ମରେ । ଏ କାତା ବିସ୍ବାସ୍ କଲାସ୍ନି କି ?”
השווה
חקרו ଜଅନ୍ 11:25-26
2
ଜଅନ୍ 11:40
ଜିସୁ ମାର୍ତାକେ କଇଲା, “ତୁଇ ଜଦି ବିସ୍ବାସ୍ କର୍ସୁ ବଇଲେ ପର୍ମେସରର୍ ମଇମା ଦେକ୍ସୁ ବଲି ମୁଇ ତକେ କଇ ନ ରଇଲି କି ?”
חקרו ଜଅନ୍ 11:40
3
ଜଅନ୍ 11:35
ଜିସୁ କାନ୍ଦ୍ଲା ।
חקרו ଜଅନ୍ 11:35
4
ଜଅନ୍ 11:4
ମାତର୍ ଜିସୁ ଏ କାତା ସୁନିକରି କଇଲା, “ଏ ଜର୍ ମର୍ବାପାଇ ଅଏ ନାଇ, ମାତର୍ ପର୍ମେସରର୍ ମଇମାର୍ ପାଇ । ସେଟାର୍ ଲାଗି, ତାର୍ ପଅ, ମୁଇ ମିସା ମଇମା ପାଇବି ।”
חקרו ଜଅନ୍ 11:4
5
ଜଅନ୍ 11:43-44
ଏନ୍ତି କଇ ସାରାଇ ଜିସୁ ଆକ୍ମାରି ଡାକ୍ଲା, “ଲାଜାର୍ ତୁଇ ବାରଇ ଆଉ ।” ଡାକ୍ଲା ଦାପ୍ରେ ମଲା ଲାଜାର୍ ବାରଇ ଆଇଲା । ତାର୍ ଆତେ ଗଡେ ମଡା ଲୁଗା ବାନ୍ଦାଅଇରଇଲା । ମୁଏ ମିସା ଗର୍ଣ୍ଡା ଗୁଡିଆଇ ଅଇରଇଲା । ଜିସୁ ସେମନ୍କେ କଇଲା “ତାକେ ବାନ୍ଦ୍ଲାଟା କୁସ୍ଲାଇ କରି, ଜିବାକେ ଦିଆସ୍ ।”
חקרו ଜଅନ୍ 11:43-44
6
ଜଅନ୍ 11:38
ତେଇ ଆରିତରେକ୍ ଜିସୁ ମନ୍ ବିତ୍ରେ କିଲ୍ବିଲ୍ ଅଇ ସମାଦି ଲଗେ ଗାଲା । ସମାଦିଟାନେ ଗଟେକ୍ ପାଆର୍ ଆରି ପାଆର୍ ମୁଆଟେ ଗଟେକ୍ ବଡ୍ ପାକ୍ନା ଡାବିଅଇରଇଲା ।
חקרו ଜଅନ୍ 11:38
7
ଜଅନ୍ 11:11
ଜିସୁ ଏ ସବୁ କାତା କଇଲା ପଚେ, ସିସ୍ମନ୍କେ କଇଲା, “ଆମର୍ ସବୁଲକର୍ ମଇତର୍ ଲାଜାର୍ ଏବେ ସଇଆଚେ, ତାକେ ମୁଇ ଉଟାଇବାର୍ ଗାଲିନି ।”
חקרו ଜଅନ୍ 11:11
בית
כתבי הקודש
תכניות
קטעי וידאו