1
ଆଦି ପୁସ୍ତକ 16:13
ପବିତ୍ର ବାଇବଲ (Re-edited) - (BSI)
ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ଵର, (ହେ ପରମେଶ୍ଵର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !
Usporedi
Istraži ଆଦି ପୁସ୍ତକ 16:13
2
ଆଦି ପୁସ୍ତକ 16:11
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାଏଲ (ଅର୍ଥାତ୍, ପରମେଶ୍ଵର ଶୁଣନ୍ତି) ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
Istraži ଆଦି ପୁସ୍ତକ 16:11
3
ଆଦି ପୁସ୍ତକ 16:12
ପୁଣି ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ଵରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।
Istraži ଆଦି ପୁସ୍ତକ 16:12
Početna
Biblija
Planovi
Filmići