1
ପ୍ରେରିତ 4:12
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”
Usporedi
Istraži ପ୍ରେରିତ 4:12
2
ପ୍ରେରିତ 4:31
ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।
Istraži ପ୍ରେରିତ 4:31
3
ପ୍ରେରିତ 4:29
ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ
Istraži ପ୍ରେରିତ 4:29
4
ପ୍ରେରିତ 4:11
“‘ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର।’
Istraži ପ୍ରେରିତ 4:11
5
ପ୍ରେରିତ 4:13
ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ
Istraži ପ୍ରେରିତ 4:13
6
ପ୍ରେରିତ 4:32
ବିଶ୍ୱାସକାରୀ ଲୋକସମୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
Istraži ପ୍ରେରିତ 4:32
Početna
Biblija
Planovi
Videozapisi