ଆଦି ପୁସ୍ତକ 16:11
ଆଦି ପୁସ୍ତକ 16:11 ODIAOV-BSI
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାଏଲ (ଅର୍ଥାତ୍, ପରମେଶ୍ଵର ଶୁଣନ୍ତି) ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।