ଆଦି ପୁସ୍ତକ 17:19
ଆଦି ପୁସ୍ତକ 17:19 ODIAOV-BSI
ସେତେବେଳେ ପରମେଶ୍ଵର କହିଲେ, ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।