YouVersion logo
Ikona pretraživanja

ଆଦି ପୁସ୍ତକ 24:14

ଆଦି ପୁସ୍ତକ 24:14 ODIAOV-BSI

ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳଶ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେ ଯେବେ କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍‍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋʼ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।