ପ୍ରେରିତ 4:13
ପ୍ରେରିତ 4:13 IRVORY
ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ