YouVersion logo
Ikona pretraživanja

ଯୋହନ 8:10-11

ଯୋହନ 8:10-11 IRVORY

ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାହାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ? ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]