YouVersion logó
BibliaOlvasótervekVideók
Szerezd meg az alkalmazást
Nyelvválasztó
Keresés

Népszerű bibliai igeversek innen: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4

1

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

ଓଡିଆ ବାଇବେଲ

ORYIRV

ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:7

2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

ଓଡିଆ ବାଇବେଲ

ORYIRV

ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:26

3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

ଓଡିଆ ବାଇବେଲ

ORYIRV

ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:9

4

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

ଓଡିଆ ବାଇବେଲ

ORYIRV

ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:10

5

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

ଓଡିଆ ବାଇବେଲ

ORYIRV

ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।

Összehasonlít

Fedezd fel: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

Előző fejezet
Következő fejezet
YouVersion

Bátorítás és kihívás arra, hogy minden nap keressük az Istennel való bensőséges kapcsolatot.

Misszió

Rólunk

Álláslehetőség

Önkéntesség

Blog

Sajtó

Hasznos linkek

Súgó

Adomány

Biblia-fordítások

Hangos Bibliák

Biblia nyelve

Napi igevers


Egy digitális misszió:

Life.Church
English (US)

©2025 Life.Church / YouVersion

Adatvédelmi irányelvekÁSZF
Felelős közzététel
FacebookTwitterInstagramYoutubePinterest

Kezdőoldal

Biblia

Olvasótervek

Videók