1
ଯୋହନ 3:16
ପବିତ୍ର ବାଇବଲ (Re-edited) - (BSI)
କାରଣ ଈଶ୍ଵର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ଵିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ବିନଷ୍ଟ ନ ହୋଇ ଅନ; ଜୀବନ ପ୍ରାପ୍ତ ହୁଏ।
Համեմատել
Ուսումնասիրեք ଯୋହନ 3:16
2
ଯୋହନ 3:17
ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ଵର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ।
Ուսումնասիրեք ଯୋହନ 3:17
3
ଯୋହନ 3:3
ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟ ଦେଖି ପାରେ ନାହିଁ।
Ուսումնասիրեք ଯୋହନ 3:3
4
ଯୋହନ 3:18
ଯେ ତାହାଙ୍କଠାରେ ବିଶ୍ଵାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ଵାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ଵରଙ୍କ ଅଦ୍ଵିତୀୟ ପୁତ୍ରଙ୍କ ନାମରେ ବିଶ୍ଵାସ କରି ନାହିଁ।
Ուսումնասիրեք ଯୋହନ 3:18
5
ଯୋହନ 3:19
ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
Ուսումնասիրեք ଯୋହନ 3:19
6
ଯୋହନ 3:30
ତାହାଙ୍କୁ ଅବଶ୍ୟ ବୃଦ୍ଧି ପାଇବାକୁ ହେବ, କିନ୍ତୁ ମୋତେ ହ୍ରାସ ହେବାକୁ ହେବ।
Ուսումնասիրեք ଯୋହନ 3:30
7
ଯୋହନ 3:20
କାରଣ ଯେକେହି କୁକର୍ମ କରେ, ଯେ ଜ୍ୟୋତିଃକି ଘୃଣା କରେ, ପୁଣି କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ।
Ուսումնասիրեք ଯୋହନ 3:20
8
ଯୋହନ 3:36
ଯେ ପୁତ୍ରଙ୍କଠାରେ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ଵରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
Ուսումնասիրեք ଯୋହନ 3:36
9
ଯୋହନ 3:14
ପୁଣି, ମୋଶା ଯେପ୍ରକାର ପ୍ରାନ୍ତରରେ ସର୍ପକୁ ଊର୍ଦ୍ଧ୍ଵକୁ ଉଠାଇଥିଲେ, ମନୁଷ୍ୟପୁତ୍ର ଅବଶ୍ୟ ସେହିପ୍ରକାର ଊର୍ଦ୍ଧ୍ଵକୁ ଉଠାଯିବେ
Ուսումնասիրեք ଯୋହନ 3:14
10
ଯୋହନ 3:35
ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।
Ուսումնասիրեք ଯୋହନ 3:35
Գլխավոր
Աստվածաշունչ
Ծրագրեր
Տեսանյութեր