ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 4:15 ORYIRV

ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।