ମାଥିଉ 6:19-21

ମାଥିଉ 6:19-21 IRVORY

ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ।