ମାଥିଉ 8:8

ମାଥିଉ 8:8 IRVORY

କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।