1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:24
ଓଡିଆ ବାଇବେଲ
ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
Lee anya n'etiti ihe abụọ
Nyochaa ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:24
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:22
ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ
Nyochaa ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:22
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:1
ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ
Nyochaa ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:1
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:2
ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
Nyochaa ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 5:2
Ebe Mmepe Nke Mbụ Nke Ngwá
Akwụkwọ Nsọ
Atụmatụ Ihe Ogụgụ Gasị
Vidiyo Gasị