1
ଆଦି ପୁସ୍ତକ 4:7
ପବିତ୍ର ବାଇବଲ (Re-edited) - (BSI)
ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ଵମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ଵାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ଵ କରିବ।
比較
ଆଦି ପୁସ୍ତକ 4:7で検索
2
ଆଦି ପୁସ୍ତକ 4:26
ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
ଆଦି ପୁସ୍ତକ 4:26で検索
3
ଆଦି ପୁସ୍ତକ 4:9
ଅନନ୍ତର ସଦାପ୍ରଭୁ କୟିନଙ୍କୁ ପଚାରିଲେ, ତୁମ୍ଭ ଭାଇ ହେବଲ କେଉଁଠାରେ? ସେ କହିଲେ, ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?
ଆଦି ପୁସ୍ତକ 4:9で検索
4
ଆଦି ପୁସ୍ତକ 4:10
ସେ କହିଲେ, ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
ଆଦି ପୁସ୍ତକ 4:10で検索
5
ଆଦି ପୁସ୍ତକ 4:15
ଆଉ ସଦାପ୍ରଭୁ ତାଙ୍କୁ କହିଲେ, ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ତ ହେବ। ପୁଣି କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
ଆଦି ପୁସ୍ତକ 4:15で検索
ホーム
聖書
読書プラン
ビデオ