ଆଦି ପୁସ୍ତକ 8:21-22

ଆଦି ପୁସ୍ତକ 8:21-22 ODIAOV-BSI

ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, ଆମ୍ଭେ ମନୁଷ୍ୟ ହେତୁରୁ ଆଉ ପୃଥିବୀକି ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ। ପୁଣି ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହି ସବୁର ନିବୃତ୍ତି ହେବ ନାହିଁ।