1
ଲୂକ 24:49
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।”
Compare
Explore ଲୂକ 24:49
2
ଲୂକ 24:6
ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,”
Explore ଲୂକ 24:6
3
ଲୂକ 24:31-32
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ। ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
Explore ଲୂକ 24:31-32
4
ଲୂକ 24:46-47
ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ, ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
Explore ଲୂକ 24:46-47
5
ଲୂକ 24:2-3
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ।
Explore ଲୂକ 24:2-3
ಮುಖಪುಟ
ಬೈಬಲ್
ಯೋಜನೆಗಳು
ವೀಡಿಯೊಗಳು