1
ଜଅନ୍ 10:10
ସତିଅର୍ ବାଟ୍, ନୁଆ ନିୟମ୍, 2020
ଚର୍, ଚରାଇବାକେ, ମରାଇବାକେ, ଆରି ନାସ୍ କର୍ବାକେସେ ଆଇସି, ମାତର୍ ମୁଇ ଜେନ୍ତିକି ସେମନ୍କେ ପୁରାପୁରୁନ୍ ଜିବନ୍ ଦେବାକେ ଆଇଲି ଆଚି ।”
ತಾಳೆಮಾಡಿ
ଜଅନ୍ 10:10 ಅನ್ವೇಷಿಸಿ
2
ଜଅନ୍ 10:11
ମୁଇ ନିମାନ୍ ମେଣ୍ଡା ଚାରାଉ ଗଉଡ୍ । ନିମାନ୍ ଗଉଡ୍ ମେଣ୍ଡାମନର୍ ଲାଗି ନିଜର୍ ଜିବନ୍ ମିସା ଦେଇସି ।
ଜଅନ୍ 10:11 ಅನ್ವೇಷಿಸಿ
3
ଜଅନ୍ 10:27
ମର୍ ସବୁ ମେଣ୍ଡାମନ୍ ମୁଇ ଡାକ୍ବାଟା ସୁନ୍ବାଇ, ମୁଇ ସେମନ୍କେ ଜାନି, ଆରି ସେମନ୍ ମର୍ ପଚେ ପଚେ ଆଇବାଇ ।
ଜଅନ୍ 10:27 ಅನ್ವೇಷಿಸಿ
4
ଜଅନ୍ 10:28
ଆରି ମୁଇ ସେମନ୍କେ ନ ସାର୍ବା ଜିବନ୍ ଦେବି । ସେମନ୍ କେବେମିସା ନସ୍ଟ ନ ଅଅତ୍ । ସେମନ୍କେ ମର୍ ଆତେଅନି କେ ମିସା ଚାଡାଇ ନେଇ ନାପାରତ୍ ।
ଜଅନ୍ 10:28 ಅನ್ವೇಷಿಸಿ
5
ଜଅନ୍ 10:9
ମୁଇ ଦୁଆର୍, ଜଦି କେ ମିସା ମର୍ ବାଟେ ଆସି କେଟ୍ସି ବଇଲେ, ସେ ରକିଆପାଇସି, ଆରି ସେ ବିତ୍ରେ ଆରି ବାଇରେ ଜାଇ ଚାରି ପାର୍ସି ।
ଜଅନ୍ 10:9 ಅನ್ವೇಷಿಸಿ
6
ଜଅନ୍ 10:14
ମୁଇ ନିକ ମେଣ୍ଡା ଚାରାଉ । ବାବା ଜେନ୍ତାରି ମକେ ଜାନେ, ମୁଇ ମିସା ସେନ୍ତି ବାବାକେ ଜାନି
ଜଅନ୍ 10:14 ಅನ್ವೇಷಿಸಿ
7
ଜଅନ୍ 10:29-30
ମର୍ ବାବା ମକେ ଜନ୍ଟା ଦେଲାଆଚେ, ସେଟା ସବୁର୍ଟାନେଅନି ଅଦିକ୍ ମୁଲିଅ । ବାବାର୍ ଆତେଅନି ସେଟା କେ ମିସା ଚାଡାଇ ନେଇ ନାପାରତ୍ । ବାବା ଆରି ମୁଇ ଗଟେକ୍ ସେ ।”
ଜଅନ୍ 10:29-30 ಅನ್ವೇಷಿಸಿ
8
ଜଅନ୍ 10:15
ସେନ୍ତାରିସେ ମୁଇ ମର୍ ନିଜର୍ ମେଣ୍ଡାମନ୍କେ ଜାନି । ଆରି ମେଣ୍ଡାମନ୍ ମିସା ମକେ ଜାନତ୍ । ମୁଇ ସେମନର୍ ଲାଗି ମର୍ ଜିବନ୍ ଦେବାକେ ମିସା ରାଜି ।
ଜଅନ୍ 10:15 ಅನ್ವೇಷಿಸಿ
9
ଜଅନ୍ 10:18
ମର୍ ଜିବନ୍ ବିନ୍ ଲକ୍ ନେଇ ନାପାରତ୍ । ସେଟା ମୁଇ ନିଜେ ମନ୍କରି ଦାନ୍ କର୍ବି କି ଆରିତରେକ୍ ଆନ୍ବାକେ ମିସା ମର୍ ଅଦିକାର୍ ଆଚେ । ମର୍ ବାବା ମକେ ଏ ଅଦିକାର୍ ଦେଇଆଚେ ।”
ଜଅନ୍ 10:18 ಅನ್ವೇಷಿಸಿ
10
ଜଅନ୍ 10:7
ସେଟାର୍ ପାଇ ଜିସୁ ଆରିତରେକ୍ କଇଲା, “ମୁଇ ତମ୍କେ ସତ୍ କଇଲିନି ମୁଇ ମେଣ୍ଡାମନର୍ ଡିଆଗଡି ।
ଜଅନ୍ 10:7 ಅನ್ವೇಷಿಸಿ
11
ଜଅନ୍ 10:12
ଜେ ମେଣ୍ଡା ଚାରାଉ ନଏଁ, ମାତର୍ ବୁତି ପାଉ, ମେଣ୍ଡାମନ୍ ତାର୍ ନିଜର୍ଟା ନଅତ୍, ସେଟାର୍ପାଇ ଡୁର୍କା ଆଇବାଟା ଦେକି ମେଣ୍ଡାମନ୍କେ ଚାଡି ପାଲାଇସି । ଆରି ଡୁର୍କା ମେଣ୍ଡାମନ୍କେ ଦାରି ଚିନ୍ ଚତର୍ କରିଦେଇସି ।
ଜଅନ୍ 10:12 ಅನ್ವೇಷಿಸಿ
12
ଜଅନ୍ 10:1
ଜିସୁ କଇଲା, “ମୁଇ ତମ୍କେ ସତ୍ କଇଲିନି, ଜେ ଦୁଆର୍ ବାଟେ ନ ଜାଇ ବିନ୍ବାଟେ ଜାଇ ମେଣ୍ଡାସାଲେ କେଟ୍ସି, ସେ ଚର୍ ଆରି କାଙ୍ଗାର୍ ।
ଜଅନ୍ 10:1 ಅನ್ವೇಷಿಸಿ
ಮುಖಪುಟ
ಬೈಬಲ್
ಯೋಜನೆಗಳು
ವೀಡಿಯೊಗಳು