“ନିୟମ୍ ସିକାଇବା ଲକ୍ମନର୍ତେଇଅନି ଜାଗ୍ରତ୍ ରୁଆ । ସେମନ୍ ନିମାନ୍ ପଚିଆ ପିନ୍ଦି ବୁଲ୍ବାକେ ମନ୍ କର୍ବାଇ । ଆଟେବାଟେ ଜୁଆର୍ ପାଇବାକେ, ପାର୍ତନା ଗରର୍ ମୁକିଆ ଜାଗାଇ ବସ୍ବାକେ, ଆରି ବଜିତେଇ ସବୁ ଲକର୍ଟାନେଅନି ଆଗ୍ତୁ ବସ୍ବାକେ ମନ୍ କର୍ବାଇ । ସେମନ୍ ଲାଜ୍ ନଅଇ ରାଣ୍ଡି ମାଇଜିମନ୍କେ ନାଡାଇକରି ସେମନର୍ ଦନ୍ସଁପତି ଜୁରି ନେବାଇ । ମାତର୍ ସେମନ୍ ନିମାନ୍ ଲକର୍ପାରା ଦେକାଇଅଇବାଇ । ଆରି ଲକ୍ମନର୍ ମୁଆଟେ ବେସି ଲମାଇକରି ପାର୍ତନା କର୍ବାଇ । ଏନ୍ତାରି ଲକ୍ମନ୍କେ ପର୍ମେସର ବେସି ବଡ୍ ଡଣ୍ଡ୍ ଦେଇସି ।”