1
ଲୂକ 19:10
ପବିତ୍ର ବାଇବଲ (Re-edited) - (BSI)
କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।
비교
ଲୂକ 19:10 살펴보기
2
ଲୂକ 19:38
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ଵର୍ଗରେ ଶାନ୍ତି ଓ ଊର୍ଦ୍ଧ୍ଵଲୋକରେ ମହିମା।
ଲୂକ 19:38 살펴보기
3
ଲୂକ 19:9
ସେଥିରେ ଯୀଶୁ ତାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଏ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ
ଲୂକ 19:9 살펴보기
4
ଲୂକ 19:5-6
ଯୀଶୁ ସେସ୍ଥାନକୁ ଆସି ଉପରକୁ ଚାହିଁ ତାଙ୍କୁ କହିଲେ, ଜଖୀୟ, ଶୀଘ୍ର ଓହ୍ଳାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ। ସେଥିରେ ସେ ଶୀଘ୍ର ଓହ୍ଳାଇଆସି ଆନନ୍ଦରେ ତାହାଙ୍କର ଆତିଥ୍ୟ କଲେ।
ଲୂକ 19:5-6 살펴보기
5
ଲୂକ 19:8
କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅର୍ଦ୍ଧେକ ମୁଁ ଦରିଦ୍ରମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
ଲୂକ 19:8 살펴보기
6
ଲୂକ 19:39-40
ସେଥିରେ ଲୋକସମୂହ ମଧ୍ୟରୁ କେତେକ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ। ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।
ଲୂକ 19:39-40 살펴보기
홈
성경
묵상
동영상