1
ଯୋହନ 1:12
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ
비교
ଯୋହନ 1:12 살펴보기
2
ଯୋହନ 1:1
ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।
ଯୋହନ 1:1 살펴보기
3
ଯୋହନ 1:5
ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ।
ଯୋହନ 1:5 살펴보기
4
ଯୋହନ 1:14
ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
ଯୋହନ 1:14 살펴보기
5
ଯୋହନ 1:3-4
ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ। ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
ଯୋହନ 1:3-4 살펴보기
6
ଯୋହନ 1:29
ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
ଯୋହନ 1:29 살펴보기
7
ଯୋହନ 1:10-11
ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ। ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
ଯୋହନ 1:10-11 살펴보기
8
ଯୋହନ 1:9
ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।
ଯୋହନ 1:9 살펴보기
9
ଯୋହନ 1:17
କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
ଯୋହନ 1:17 살펴보기
홈
성경
묵상
동영상