1
ଯୋହନ 2:11
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ୱାସ କଲେ।
비교
ଯୋହନ 2:11 살펴보기
2
ଯୋହନ 2:4
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ।”
ଯୋହନ 2:4 살펴보기
3
ଯୋହନ 2:7-8
ଯୀଶୁ ସେମାନଙ୍କୁ କହିଲେ, “ଜାହାଲାଗୁଡ଼ିକରେ ପାଣି ଭର୍ତ୍ତି କର।” ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ। ଆଉ, ସେ ସେମାନଙ୍କୁ କହିଲେ, “ଏବେ କାଢ଼ିନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ।” ସେଥିରେ ସେମାନେ ଘେନିଗଲେ।
ଯୋହନ 2:7-8 살펴보기
4
ଯୋହନ 2:19
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।”
ଯୋହନ 2:19 살펴보기
5
ଯୋହନ 2:15-16
ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ; ଆଉ, ସେ କାପ୍ତା-ବ୍ୟବସାୟୀମାନଙ୍କୁ କହିଲେ, “ଏଗୁଡ଼ିକ ଏଠାରୁ ଘେନିଯାଅ, ମୋହର ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।”
ଯୋହନ 2:15-16 살펴보기
홈
성경
묵상
동영상