1
ଯୋହନ 9:4
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।
비교
ଯୋହନ 9:4 살펴보기
2
ଯୋହନ 9:5
ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”
ଯୋହନ 9:5 살펴보기
3
ଯୋହନ 9:2-3
ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ପିତାମାତା? ଯୀଶୁ ଉତ୍ତର ଦେଲେ, “ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ବରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି।
ଯୋହନ 9:2-3 살펴보기
4
ଯୋହନ 9:39
ପୁଣି, ଯୀଶୁ କହିଲେ, “ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।”
ଯୋହନ 9:39 살펴보기
홈
성경
묵상
동영상