1
ଲୂକ 20:25
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।
비교
ଲୂକ 20:25 살펴보기
2
ଲୂକ 20:17
କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତେବେ ଏହି ଯେଉଁ ବାକ୍ୟ ଲେଖାଅଛି, ତାହାର ଅର୍ଥ କଅଣ, ‘ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?’
ଲୂକ 20:17 살펴보기
3
ଲୂକ 20:46-47
“ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି; ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
ଲୂକ 20:46-47 살펴보기
홈
성경
묵상
동영상